ବିପୁଳ ପରିମାଣର ଦେଶୀ ରନ୍ଧା ମଦ ଓ ଗୁଡ଼ ପୋଚ ଜବତ, ୦୪ ଗିରଫ ।*

***ବିପୁଳ ପରିମାଣର ଦେଶୀ ରନ୍ଧା ମଦ ଓ ଗୁଡ଼ ପୋଚ ଜବତ, ୦୪ ଗିରଫ ।* ବାଲେଶ୍ୱର ଅବକାରୀ ଅଧିକ୍ଷକ ଶ୍ରୀ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ସୋର ଆଦର୍ଶ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ସୋର ଥାନା ଅନ୍ତର୍ଗତ ନୂଆଗାଁ, ବନ୍ଧସାହି, ବାଉଁଶପାଳ, କୁଡ଼େଇ, ଖଞ୍ଜାମହଲ ଓ ମୁନି ସବିରା ଗ୍ରାମରେ ଚଢ଼ାଉ କରାଯାଇ ୩୬୫ ଲିଟର ଦେଶୀ ରନ୍ଧା ମଦ ଓ ୨୭୦୦ ଲିଟର ଗୁଡ଼ ପୋଚ ଜବତ କରାଯିବା ସହିତ ବାଉଁଶପାଳ ଗ୍ରାମର ଗୌରୀ ସିଂ, କୁଡ଼େଇ ଗ୍ରାମର କମଳା ଦଳେଇ , ଖଞ୍ଜାମହଲ ଗ୍ରାମର ପୂଜାଦେବୀ ସିଂ ଏବଂ ମୁନି ସବିରା ଗ୍ରାମର ଆରତୀ ଜେନା ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି l ଜବତ ଦେଶୀ ରନ୍ଧା ମଦ ଓ ମହୁଲ ପୋଚର ଆନୁମାନିକ ମୂଲ୍ୟ ୦୨ ଲକ୍ଷ ୩୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି l ଉକ୍ତ ଚଢ଼ାଉରେ ସୋର ଆଦର୍ଶ ଅବକାରୀ ଥାନା ସହ ଉପ-ନିରୀକ୍ଷକ ବସନ୍ତ କୁମାର ବାରିକ ଓ କ୍ଷୀରୋଦ କୁମାର ସାହୁ କନେଷ୍ଟବଳ ଶଶୀକାନ୍ତ ସାହୁ, ଦେବାଶିଷ ମଲ୍ଲିକ, ମିନତୀ ପରିଡ଼ା ପ୍ରଭୃତି ସାମିଲ ଥିଲେ । ଏନେଇ ସୋର ଆଦର୍ଶ ଅବକାରୀ ଥାନା ପକ୍ଷରୁ ୦୫ ଗୋଟି ମାମଲା ରୁଜ୍ଜୁ କରାଯାଇଛି । ସିମୁଳିଆରୁ ସମୀର ସାହୁ ଙ୍କ ରିପୋର୍ଟ ଓମ ମିଡ଼ିଆ, ବାଲେଶ୍ୱର ଅବକାରୀ ଅଧିକ୍ଷକ ଶ୍ରୀ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ସୋର ଆଦର୍ଶ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ସୋର ଥାନା ଅନ୍ତର୍ଗତ ନୂଆଗାଁ, ବନ୍ଧସାହି, ବାଉଁଶପାଳ, କୁଡ଼େଇ, ଖଞ୍ଜାମହଲ ଓ ମୁନି ସବିରା ଗ୍ରାମରେ ଚଢ଼ାଉ କରାଯାଇ ୩୬୫ ଲିଟର ଦେଶୀ ରନ୍ଧା ମଦ ଓ ୨୭୦୦ ଲିଟର ଗୁଡ଼ ପୋଚ ଜବତ କରାଯିବା ସହିତ ବାଉଁଶପାଳ ଗ୍ରାମର ଗୌରୀ ସିଂ, କୁଡ଼େଇ ଗ୍ରାମର କମଳା ଦଳେଇ , ଖଞ୍ଜାମହଲ ଗ୍ରାମର ପୂଜାଦେବୀ ସିଂ ଏବଂ ମୁନି ସବିରା ଗ୍ରାମର ଆରତୀ ଜେନା ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି l ଜବତ ଦେଶୀ ରନ୍ଧା ମଦ ଓ ମହୁଲ ପୋଚର ଆନୁମାନିକ ମୂଲ୍ୟ ୦୨ ଲକ୍ଷ ୩୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି l ଉକ୍ତ ଚଢ଼ାଉରେ ସୋର ଆଦର୍ଶ ଅବକାରୀ ଥାନା ସହ ଉପ-ନିରୀକ୍ଷକ ବସନ୍ତ କୁମାର ବାରିକ ଓ କ୍ଷୀରୋଦ କୁମାର ସାହୁ କନେଷ୍ଟବଳ ଶଶୀକାନ୍ତ ସାହୁ, ଦେବାଶିଷ ମଲ୍ଲିକ, ମିନତୀ ପରିଡ଼ା ପ୍ରଭୃତି ସାମିଲ ଥିଲେ । ଏନେଇ ସୋର ଆଦର୍ଶ ଅବକାରୀ ଥାନା ପକ୍ଷରୁ ୦୫ ଗୋଟି ମାମଲା ରୁଜ୍ଜୁ କରାଯାଇଛି । ସିମୁଳିଆରୁ ସମୀର ସାହୁ ଙ୍କ ରିପୋର୍ଟ ଓମ ମିଡ଼ିଆ, ବାଲେଶ୍ୱର ଅବକାରୀ ଅଧିକ୍ଷକ ଶ୍ରୀ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ସୋର ଆଦର୍ଶ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ସୋର ଥାନା ଅନ୍ତର୍ଗତ ନୂଆଗାଁ, ବନ୍ଧସାହି, ବାଉଁଶପାଳ, କୁଡ଼େଇ, ଖଞ୍ଜାମହଲ ଓ ମୁନି ସବିରା ଗ୍ରାମରେ ଚଢ଼ାଉ କରାଯାଇ ୩୬୫ ଲିଟର ଦେଶୀ ରନ୍ଧା ମଦ ଓ ୨୭୦୦ ଲିଟର ଗୁଡ଼ ପୋଚ ଜବତ କରାଯିବା ସହିତ ବାଉଁଶପାଳ ଗ୍ରାମର ଗୌରୀ ସିଂ, କୁଡ଼େଇ ଗ୍ରାମର କମଳା ଦଳେଇ , ଖଞ୍ଜାମହଲ ଗ୍ରାମର ପୂଜାଦେବୀ ସିଂ ଏବଂ ମୁନି ସବିରା ଗ୍ରାମର ଆରତୀ ଜେନା ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି l ଜବତ ଦେଶୀ ରନ୍ଧା ମଦ ଓ ମହୁଲ ପୋଚର ଆନୁମାନିକ ମୂଲ୍ୟ ୦୨ ଲକ୍ଷ ୩୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି l ଉକ୍ତ ଚଢ଼ାଉରେ ସୋର ଆଦର୍ଶ ଅବକାରୀ ଥାନା ସହ ଉପ-ନିରୀକ୍ଷକ ବସନ୍ତ କୁମାର ବାରିକ ଓ କ୍ଷୀରୋଦ କୁମାର ସାହୁ କନେଷ୍ଟବଳ ଶଶୀକାନ୍ତ ସାହୁ, ଦେବାଶିଷ ମଲ୍ଲିକ, ମିନତୀ ପରିଡ଼ା ପ୍ରଭୃତି ସାମିଲ ଥିଲେ । ଏନେଇ ସୋର ଆଦର୍ଶ ଅବକାରୀ ଥାନା ପକ୍ଷରୁ ୦୫ ଗୋଟି ମାମଲା ରୁଜ୍ଜୁ କରାଯାଇଛି । ସିମୁଳିଆରୁ ସମୀର ସାହୁ ଙ୍କ ରିପୋର୍ଟ ଓମ ମିଡ଼ିଆ,

Apr 18, 2026 - 23:59
 0  1
ବିପୁଳ ପରିମାଣର ଦେଶୀ ରନ୍ଧା ମଦ ଓ ଗୁଡ଼ ପୋଚ ଜବତ,  ୦୪ ଗିରଫ ।*

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0