ମଠକରଗୋଳା ମହାବିଦ୍ୟାଳୟ ଦର୍ଶନ ଶାସ୍ତ୍ର ବିଭାଗର ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା,,

ମଠକରଗୋଳା ମହାବିଦ୍ୟାଳୟ ଦର୍ଶନ ଶାସ୍ତ୍ର ବିଭାଗର ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ମଠକରଗୋଳା ମହାବିଦ୍ୟାଳୟ ରେ ତୃତୀୟ ବର୍ଷ ର ଛାତ୍ର ଛାତ୍ରୀ ମାନଙ୍କ ନିମନ୍ତେ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ ରେ ମହାବିଦ୍ୟାଳୟ ର ଅଧ୍ୟକ୍ଷ ପ୍ରଫେସର ଚିତ୍ତରଞ୍ଜନ ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ। ପ୍ରଫେସର ଦାଶ ତୃତୀୟ ବର୍ଷ ର ଛାତ୍ର ଛାତ୍ରୀ ମାନଙ୍କୁ ଆଗାମୀ ଜୀବନ ର ସଫଳତା ହାସଲ ନିମନ୍ତେ ପରାମର୍ଶ ପ୍ରଦାନ କରିଥିଲେ। ଅନ୍ୟ ଅତିଥି ଭାବରେ ଆଭ୍ୟନ୍ତରୀଣ ଗୁଣବତ୍ତା ପ୍ରକଷ୍ଟ ର ସଂଯୋଜିକା ଅଧ୍ୟାପିକା ସ୍ଵପ୍ନିତା ରାଉତ୍, ବାଣିଜ୍ୟ ବିଭାଗ ର ମୁଖ୍ୟ ଅଧ୍ୟାପକ ସୁଧାଂଶୁ ଶେଖର ପାତ୍ର ଯୋଗ ଦେଇଥିଲେ। ବିଭାଗୀୟ ମୁଖ୍ୟ ଅଧ୍ୟାପକ ସୋମନାଥ ପଣ୍ଡା ସମସ୍ତ କାର୍ଯ୍ୟ ସଂଯୋଜନା କରିଥିଲେ। ଅଧ୍ୟାପିକା ପ୍ରମୋଦିନି ପରିଡ଼ା ଧନ୍ୟବାଦ୍ ଅର୍ପଣ କରିଥିଲେ।କାମାକ୍ଷାନଗର ରୁ ଦିଲ୍ଲୀପ କୁମାର ନାୟକ ଙ୍କ ରିପୋର୍ଟ ଓମ ମିଡ଼ିଆ,

Apr 9, 2026 - 19:42
 0  13
ମଠକରଗୋଳା ମହାବିଦ୍ୟାଳୟ ଦର୍ଶନ ଶାସ୍ତ୍ର ବିଭାଗର ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା,,

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0